ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ

12

ଭୁବନେଶ୍ୱର, ୨୩-୧୦(ଏଜେନ୍ସି): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ADVERTISEMENT