ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫା

8

ଛତ୍ରପୁର,୨୬/୧୦(ସୁଦାମ ମହାରଣା ) : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକର ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା ନିଜ ପଦରୁ ଆଜି ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ ନିଜର ଇସ୍ତଫା ପତ୍ର ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରଦାନ କରିଛନ୍ତି ।

ADVERTISEMENT