ଭାରତ-ଓ୍ବେଷ୍ଟଇଣ୍ଡିଜ ତୃତୀୟ ଦିନିକିଆ: ବାରବାଟୀ ଷ୍ଟାଡିୟମ୍‌ରେ ପହଞ୍ଚିଲେ ଉଭୟ ଦଳର ଖେଳାଳି

40

କଟକ ,୨୨।୧୨(ଏଜେନ୍ସି ): କଟକ ବାରବାଟୀ ଷ୍ଟାଡିୟମ୍‌ରେ ରବିବାର ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ଖେଳାଯିବ। ଅପରାହ୍ନ ୧ଟା ୩୦ରେ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଥିବା ବେଳେ ଉଭୟ ଦଳର ଖେଳାଳି କଡ଼ା ସୁରକ୍ଷା ମଧ୍ୟରେ ଷ୍ଟାଡିୟମ୍‌ରେ ପହଞ୍ଚିଛନ୍ତି। ନିର୍ଣ୍ଣାୟକ ମୁକାବିଲା ଜିତି ସିରିଜ୍‌ ହାତେଇବା ଲକ୍ଷ୍ୟରେ ଉଭୟ ଦଳ ରହିଛନ୍ତି।

ADVERTISEMENT