ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅପରେଶନ୍‌ ପାଇଁ ହସ୍ପିଟାଲରେ ଭର୍ତ୍ତି

6

ଅହମ୍ମଦାବାଦ୍‌,o୪/o୯(ଏଜେନସି) : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଅଚାନକ ଅହମ୍ମଦାବାଦ୍‌ରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏକ ଛୋଟ ଅପରେଶନ ଲାଗି ଏପରି କରାଯାଇଥିବା କୁହାଯାଉଛି। ତେବେ ସନ୍ଧ୍ୟା ମଧ୍ୟରେ ତାଙ୍କୁ ଡିସଚାର୍ଜ କରାଯିବ ବୋଲି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।

ADVERTISEMENT